ହିତୋପଦେଶ 20:11 - ପବିତ୍ର ବାଇବଲ11 ଏପରିକି ଜଣେ ଛୋଟ ପିଲା କରୁଥିବା କର୍ମରୁ ଜଣାଯାଏ, ଯଦିବା ସେ ଯାହା କରେ ତାହା ନିର୍ମଳ ଏବଂ ସରଳ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ଵାରା ଆପଣାର ପରିଚୟ ଦିଏ। Viz kapitolaଓଡିଆ ବାଇବେଲ11 ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ୱାରା ଆପଣାର ପରିଚୟ ଦିଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ୱାରା ଆପଣାର ପରିଚୟ ଦିଏ। Viz kapitola |