ହିତୋପଦେଶ 21:16 - ପବିତ୍ର ବାଇବଲ16 ଯେ ଜ୍ଞାନ ପଥ ଛାଡ଼ି ଭ୍ରମଣ କରେ, ସେ ମୃତ୍ୟୁ ଲୋକ ମଧ୍ୟରେ ଶେଷ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ, ସେ ପ୍ରେତମାନଙ୍କ ସଭାରେ ବାସ କରିବ। Viz kapitolaଓଡିଆ ବାଇବେଲ16 ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ, ସେ ପ୍ରେତମାନଙ୍କ ସଭାରେ ବାସ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ, ସେ ପ୍ରେତମାନଙ୍କ ସଭାରେ ବାସ କରିବ। Viz kapitola |