ହିତୋପଦେଶ 22:21 - ପବିତ୍ର ବାଇବଲ21 ଏହି ସତ୍ୟତା ରୂପକ ବାକ୍ୟ ତୁମ୍ଭକୁ ସତ୍ୟତା ଗୁରୁତ୍ୱପୂର୍ଣ୍ଣ କଥା ଶିକ୍ଷା ଦେବ। ଏହା ପରେ ତୁମ୍ଭେମାନେ ଉତ୍ତମ ଶିକ୍ଷା ଦେଇ ପାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇପାର, ଏଥିପାଇଁ ମୁଁ କʼଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ? Viz kapitolaଓଡିଆ ବାଇବେଲ21 ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇପାର, ଏଥିପାଇଁ ମୁଁ କ’ଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇ ପାର, ଏଥିପାଇଁ ମୁଁ କʼଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ? Viz kapitola |