ହିତୋପଦେଶ 23:17 - ପବିତ୍ର ବାଇବଲ17 ପାପୀଗଣଙ୍କ ପ୍ରତି ଈର୍ଷାଳୁ ହୁଅ ନାହିଁ। ତୁମ୍ଭର ଜୀବନର ସମସ୍ତ ଦିନଗୁଡ଼ିକ ସଦାପ୍ରଭୁଙ୍କ ପ୍ରତି ସମ୍ମାନ ଓ ଭୟ କର। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ। Viz kapitolaଓଡିଆ ବାଇବେଲ17 ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି, ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି, ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ। Viz kapitola |