ହିତୋପଦେଶ 23:21 - ପବିତ୍ର ବାଇବଲ21 ମାତାଲମାନେ ଓ ପେଟୁ ଦରିଦ୍ର ପୀଡ଼ିତ ହେବ। ପୁଣି ସେମାନଙ୍କୁ ଚିରା ବସ୍ତ୍ରରେ ଘୋଡ଼ାଇ ଦିଏ। Viz kapitolaପବିତ୍ର ବାଇବଲ (Re-edited) - (BSI)21 କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ; ପୁଣି ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ। Viz kapitolaଓଡିଆ ବାଇବେଲ21 କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ ପୁଣି, ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ; ପୁଣି ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ। Viz kapitola |