ହିତୋପଦେଶ 23:35 - ପବିତ୍ର ବାଇବଲ35 ତୁମ୍ଭେ କହିବ, “ସେମାନେ ମୋତେ ମାରିଲେ, ମାତ୍ର ମୋର କ୍ଷତି ହୋଇ ନାହିଁ। ସେମାନେ ମୋତେ ପ୍ରହାର କଲେ ମାତ୍ର ମୁଁ କିଛି ଜାଣି ନାହିଁ। ମୁଁ ବର୍ତ୍ତମାନ ଉଠି ପାରିବି ନାହିଁ। ମୁଁ ଆଉ ପିଇବା ପାଇଁ ଗ୍ଭହେଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)35 ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ; ମୁଁ କେବେ ଜାଗିବି? ପୁନର୍ବାର ମୁଁ ତାହା ଖୋଜିବି। Viz kapitolaଓଡିଆ ବାଇବେଲ35 ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ; ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ; ମୁଁ କେବେ ଜାଗିବି ? ପୁନର୍ବାର ମୁଁ ତାହା ଖୋଜିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ; ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ; ମୁଁ କେବେ ଜାଗିବି? ପୁନର୍ବାର ମୁଁ ତାହା ଖୋଜିବି। Viz kapitola |