ହିତୋପଦେଶ 23:4 - ପବିତ୍ର ବାଇବଲ4 ଧନୀ ହେବାକୁ ନିଜକୁ କ୍ଳାନ୍ତ କର ନାହିଁ। କେତେବେଳେ ବନ୍ଦ କରିବାକୁ ହୁଏ ଜାଣିବାକୁ ତହିଁର ଜ୍ଞାନ ରଖ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଧନୀ ହେବା ପାଇଁ ଆପଣାକୁ କ୍ଳା; କର ନାହିଁ; ତୁମ୍ଭ ନିଜ ବୁଦ୍ଧିରୁ କ୍ଷା; ହୁଅ। Viz kapitolaଓଡିଆ ବାଇବେଲ4 ଧନୀ ହେବା ପାଇଁ ଆପଣାକୁ କ୍ଳାନ୍ତ କର ନାହିଁ; ତୁମ୍ଭ ନିଜ ବୁଦ୍ଧିରୁ କ୍ଷାନ୍ତ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଧନୀ ହେବା ପାଇଁ ଆପଣାକୁ କ୍ଳାନ୍ତ କର ନାହିଁ; ତୁମ୍ଭ ନିଜ ବୁଦ୍ଧିରୁ କ୍ଷାନ୍ତ ହୁଅ। Viz kapitola |