ହିତୋପଦେଶ 23:7 - ପବିତ୍ର ବାଇବଲ7 ସେ ହେଉଛି ଏହିପରି ଲୋକ ଯେ କି ସର୍ବଦା ମୂଲ୍ୟ କଥା ଚିନ୍ତା କରେ। ସେ ଏପରି ତୁମ୍ଭକୁ କହିପାରେ, “ଖାଅ ପିଅ” କିନ୍ତୁ ତାହା ତା'ର ଅନ୍ତରର କଥା ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ। Viz kapitolaଓଡିଆ ବାଇବେଲ7 କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ। Viz kapitola |