Online Bible

- Reklamy -




ହିତୋପଦେଶ 24:31 - ପବିତ୍ର ବାଇବଲ

31 ମୁଁ ଦେଖିଲି ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି। ବିଛୁଆତି ତହିଁ ଉପରେ ବଢ଼ିଅଛି। ତହିଁର ପଥର ପ୍ରାଚୀର ସବୁ ଭାଙ୍ଗିଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ପୁଣି ଦେଖ, ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି ଓ ବିଛୁଆତି ତହିଁ ଉପରେ ବ୍ୟାପ୍ତ ଅଛି, ତହିଁର ପଥର ପାଚେରିସବୁ ଭଗ୍ନ ହୋଇଅଛି।

Viz kapitola kopírovat

ଓଡିଆ ବାଇବେଲ

31 ପୁଣି, ଦେଖ, ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି ଓ ବିଛୁଆତି ତହିଁ ଉପରେ ବ୍ୟାପ୍ତ ଅଛି, ତହିଁର ପଥର ପାଚେରୀସବୁ ଭଗ୍ନ ହୋଇଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୁଣି, ଦେଖ, ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି ଓ ବିଛୁଆତି ତହିଁ ଉପରେ ବ୍ୟାପ୍ତ ଅଛି, ତହିଁର ପଥର ପାଚେରୀସବୁ ଭଗ୍ନ ହୋଇଅଛି।

Viz kapitola kopírovat




ହିତୋପଦେଶ 24:31

Následuj nás:

Reklamy


Reklamy