ହିତୋପଦେଶ 24:34 - ପବିତ୍ର ବାଇବଲ34 ତେବେ ଦରିଦ୍ରତା ତୁମ୍ଭ ଉପରକୁ ଖଳବ୍ୟକ୍ତି ତୁଲ୍ୟ ଏବଂ ତୁମ୍ଭର ଅଭାବ ସସଜ୍ଜ ଲୋକ ପରି ଆସିବ। ଯେଉଁଗୁଡ଼ିକୁ ତୁମ୍ଭେ ପରାସ୍ତ କରିବାକୁ ଅସମର୍ଥ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି ତୁମ୍ଭ ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ। Viz kapitolaଓଡିଆ ବାଇବେଲ34 ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭ ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭ ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ। Viz kapitola |