ହିତୋପଦେଶ 25:10 - ପବିତ୍ର ବାଇବଲ10 ଯଦି ତୁମ୍ଭେ କୌଣସି ଲୋକର ଗୋପନୀୟତାକୁ ପ୍ରକାଶ କର, ତେବେ ତୁମ୍ଭେ ଦୁର୍ନାମ ଅର୍ଜ୍ଜନ କରିବ। ତୁମ୍ଭର ଏହି ଦୁର୍ନାମ କେବେ ଦୂର ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ନୋହିଲେ ଶ୍ରବଣକାରୀ ତୁମ୍ଭକୁ ତିରସ୍କାର କଲେ, ତୁମ୍ଭ ଅଖ୍ୟାତି ଘୁଞ୍ଚା ନୋହିବ। Viz kapitolaଓଡିଆ ବାଇବେଲ10 ନୋହିଲେ ଶ୍ରବଣକାରୀ ତୁମ୍ଭକୁ ତିରସ୍କାର କଲେ, ତୁମ୍ଭ ଅଖ୍ୟାତି ଘୁଞ୍ଚା ନୋହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ନୋହିଲେ ଶ୍ରବଣକାରୀ ତୁମ୍ଭକୁ ତିରସ୍କାର କଲେ, ତୁମ୍ଭ ଅଖ୍ୟାତି ଘୁଞ୍ଚା ନୋହିବ। Viz kapitola |