ହିତୋପଦେଶ 25:17 - ପବିତ୍ର ବାଇବଲ17 ଠିକ୍ ସେହିପରି, ତୁମ୍ଭର ପ୍ରତିବାସୀ ଗୃହକୁ ଅଧିକ ଯାଅ ନାହିଁ। ଯଦି ତୁମ୍ଭେ ଏପରି କର ତେବେ ସେ ତୁମ୍ଭକୁ ଘୃଣା କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ଵଚିତ୍ ପଡ଼ୁ। ନୋହିଲେ ତୁମ୍ଭ ବିଷୟରେ କ୍ଳା; ହୋଇ ସେ ତୁମ୍ଭକୁ ଘୃଣା କରିବ। Viz kapitolaଓଡିଆ ବାଇବେଲ17 ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ୱଚିତ ପଡ଼ୁ, ନୋହିଲେ ତୁମ୍ଭ ବିଷୟରେ କ୍ଳାନ୍ତ ହୋଇ ସେ ତୁମ୍ଭକୁ ଘୃଣା କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ୱଚିତ ପଡ଼ୁ, ନୋହିଲେ ତୁମ୍ଭ ବିଷୟରେ କ୍ଳାନ୍ତ ହୋଇ ସେ ତୁମ୍ଭକୁ ଘୃଣା କରିବ। Viz kapitola |