ହିତୋପଦେଶ 26:14 - ପବିତ୍ର ବାଇବଲ14 କବଜାରେ ଯେପରି କବାଟ ଝୁଲେ, ଠିକ୍ ସେହିପରି ଅଳସୁଆ ଆପଣା ଶଯ୍ୟାରେ ଥାଇ ଝୁଲୁଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଯେପରି କବ୍ଜାରେ କବାଟ ବୁଲେ, ସେପରି ଅଳସୁଆ ଆପଣା ଶଯ୍ୟାରେ ଥାଇ କରେ। Viz kapitolaଓଡିଆ ବାଇବେଲ14 ଯେପରି କବ୍ଜାରେ କବାଟ ବୁଲେ, ସେପରି ଅଳସୁଆ ଆପଣା ଶଯ୍ୟାରେ ଥାଇ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେପରି କବ୍ଜାରେ କବାଟ ବୁଲେ, ସେପରି ଅଳସୁଆ ଆପଣା ଶଯ୍ୟାରେ ଥାଇ କରେ। Viz kapitola |