ହିତୋପଦେଶ 26:17 - ପବିତ୍ର ବାଇବଲ17 ଜଣେ ପଥିକ ଯିଏ ଯୁକ୍ତିତର୍କରେ ଜଡ଼ିତ ହୁଏ, ଯାହା ତା'ର ସମ୍ପର୍କରେ ନ ଥାଏ। ସେ କୁକୁରର କାନ ଧରିବା ଲୋକତୁଲ୍ୟ ଅଟୋ Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ଵିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ। Viz kapitolaଓଡିଆ ବାଇବେଲ17 ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ୱିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ୱିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ। Viz kapitola |