ହିତୋପଦେଶ 27:10 - ପବିତ୍ର ବାଇବଲ10 ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ। ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ। ଦୂରସ୍ଥ ଭାଇଠାରୁ ନିକଟସ୍ଥ ପଡ଼ୋଶୀ ଭଲ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ। Viz kapitolaଓଡିଆ ବାଇବେଲ10 ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ। Viz kapitola |