Online Bible

- Reklamy -




ହିତୋପଦେଶ 27:18 - ପବିତ୍ର ବାଇବଲ

18 ଯିଏ କି ଡିମ୍ବିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ। ପୁଣି ଯେ ଆପଣା ପ୍ରଭୁ ପ୍ରତି ଅନୁଯୋଗୀ ଥାଏ, ସେ ସମ୍ମାନ ପାଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଯେକେହି ଡିମିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।

Viz kapitola kopírovat

ଓଡିଆ ବାଇବେଲ

18 ଯେକେହି ଡିମ୍ବିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେକେହି ଡିମ୍ବିରିବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।

Viz kapitola kopírovat




ହିତୋପଦେଶ 27:18

Následuj nás:

Reklamy


Reklamy