ହିତୋପଦେଶ 27:20 - ପବିତ୍ର ବାଇବଲ20 ଯେପରି କବର ଓ ବିନାଶସ୍ଥାନ କେବେ ହେଁ ତୃପ୍ତ ନୁହେଁ, ସେହିପରି ମଧ୍ୟ ମନୁଷ୍ୟର ଚକ୍ଷୁ କେତେବେଳେ ତୃପ୍ତ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଯେପରି ପାତାଳ ଓ ବିନାଶ-ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଚକ୍ଷୁ କେତେବେଳେ ତୃପ୍ତ ନୁହେଁ। Viz kapitolaଓଡିଆ ବାଇବେଲ20 ଯେପରି ପାତାଳ ଓ ବିନାଶ ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଇଚ୍ଛାସକଳ କେତେବେଳେ ତୃପ୍ତ ନୁହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଯେପରି ପାତାଳ ଓ ବିନାଶ ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଇଚ୍ଛାସକଳ କେତେବେଳେ ତୃପ୍ତ ନୁହେଁ। Viz kapitola |