ହିତୋପଦେଶ 28:14 - ପବିତ୍ର ବାଇବଲ14 ଯେଉଁ ଲୋକ ସର୍ବଦା ଭୟ ରଖେ, ସେ ଧନ୍ୟ, ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଯେଉଁ ଲୋକ ସବୁବେଳେ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ। Viz kapitolaଓଡିଆ ବାଇବେଲ14 ଯେଉଁ ଲୋକ ସବୁବେଳେ କୁକର୍ମ କରିବାକୁ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେଉଁ ଲୋକ ସବୁବେଳେ କୁକର୍ମ କରିବାକୁ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ। Viz kapitola |