ହିତୋପଦେଶ 28:15 - ପବିତ୍ର ବାଇବଲ15 ଯେମନ୍ତ ଗର୍ଜନକାରୀ ସିଂହ ଓ ଭ୍ରମଣକାରୀ ଭଲ୍ଲୁକ, ଠିକ୍ ସେହିପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ ଶାସନକର୍ତ୍ତା ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା। Viz kapitolaଓଡିଆ ବାଇବେଲ15 ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା। Viz kapitola |