ହିତୋପଦେଶ 28:26 - ପବିତ୍ର ବାଇବଲ26 ଯେଉଁ ଲୋକ ନିଜ ବଳ ଉପରେ ବିଶ୍ୱାସ ରଖେ ସେ ମୂର୍ଖ। କିନ୍ତୁ ସେ ଯିଏ ଜ୍ଞାନରେ ଗ୍ଭଲେ, ବିପର୍ଯ୍ୟୟରୁ ରକ୍ଷା ପାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ। ହିତୋ. ୩:୫ Viz kapitolaଓଡିଆ ବାଇବେଲ26 ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ। Viz kapitola |