Online Bible

- Reklamy -




ହିତୋପଦେଶ 28:7 - ପବିତ୍ର ବାଇବଲ

7 ଯେଉଁ ଲୋକ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର ପୁଣି ଯେ ଭୋକିଲାମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀ-ମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।

Viz kapitola kopírovat

ଓଡିଆ ବାଇବେଲ

7 ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।

Viz kapitola kopírovat




ହିତୋପଦେଶ 28:7

Následuj nás:

Reklamy


Reklamy