Online Bible

- Reklamy -




ହିତୋପଦେଶ 29:18 - ପବିତ୍ର ବାଇବଲ

18 ଯଦି ଏକ ଜାତି ପରମେଶ୍ୱରଙ୍କର ପ୍ରକାଶିତବାକ୍ୟ ଦ୍ୱାରା ନ ଗ୍ଭଲେ, ଲୋକମାନେ ବିଶୃଙ୍ଖଳିତ ହୁଅନ୍ତି। କିନ୍ତୁ ଯେଉଁ ଲୋକ ପରମେଶ୍ୱରଙ୍କର ନିୟମ ମାନି ଚଳେ, ସେ ଆଶୀର୍ବାଦ ପାଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 (ଈଶ୍ଵରୀୟ) ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ।

Viz kapitola kopírovat

ଓଡିଆ ବାଇବେଲ

18 ଈଶ୍ୱରୀୟ ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଈଶ୍ୱରୀୟ ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ।

Viz kapitola kopírovat




ହିତୋପଦେଶ 29:18

Následuj nás:

Reklamy


Reklamy