ହିତୋପଦେଶ 29:8 - ପବିତ୍ର ବାଇବଲ8 ନିନ୍ଦକ ମନୁଷ୍ୟ ନଗରରେ ଅସୁବିଧା ପ୍ରଜ୍ୱଳିତ କରନ୍ତି। କିନ୍ତୁ ଜ୍ଞାନୀ ମନୁଷ୍ୟମାନେ କ୍ରୋଧକୁ ଶାନ୍ତ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ନିନ୍ଦକମାନେ ନଗରକୁ ପ୍ରଜ୍ଵଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି। Viz kapitolaଓଡିଆ ବାଇବେଲ8 ନିନ୍ଦକମାନେ ନଗରକୁ ପ୍ରଜ୍ୱଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ନିନ୍ଦକମାନେ ନଗରକୁ ପ୍ରଜ୍ୱଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି। Viz kapitola |