ହିତୋପଦେଶ 3:28 - ପବିତ୍ର ବାଇବଲ28 ଯଦି ତୁମ୍ଭର ପଡ଼ୋଶୀ ତୁମ୍ଭକୁ କିଛି ପଦାର୍ଥ ମାଗେ ଏବଂ ତାହା ଯଦି ତୁମ୍ଭ ନିକଟରେ ଥାଏ ତେବେ ତାକୁ ସାଙ୍ଗେ ସାଙ୍ଗେ ଦିଅ। “କାଲି ଆସ, ଏପରି କୁହ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)28 ଆପଣା ନିକଟରେ ଦ୍ରବ୍ୟ ଥିଲେ, ‘ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବାʼ ଏହା ତୁମ୍ଭ ପ୍ରତିବାସୀକି କୁହ ନାହିଁ। Viz kapitolaଓଡିଆ ବାଇବେଲ28 ଆପଣା ନିକଟରେ ଦ୍ରବ୍ୟ ଥିଲେ, “ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବା” ଏହା ତୁମ୍ଭ ପ୍ରତିବାସୀକୁ କୁହ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆପଣା ନିକଟରେ ଦ୍ରବ୍ୟ ଥିଲେ, ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବା ଏହା ତୁମ୍ଭ ପ୍ରତିବାସୀକୁ କୁହ ନାହିଁ। Viz kapitola |