ହିତୋପଦେଶ 30:10 - ପବିତ୍ର ବାଇବଲ10 ଦାସର ପ୍ରଭୁ ସମ୍ମୁଖରେ ତା'ର କୁତ୍ସାରଟନା କର ନାହିଁ। ଯଦି ତୁମ୍ଭେ ଏପରି କୁହ, ମୁନିବ ତୁମ୍ଭକୁ ବିଶ୍ୱାସ କରିବ ନାହିଁ। ତୁମ୍ଭକୁ ସେ ଅପରାଧୀ ବୋଲି ବିବେଚନା କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଦାସର ପ୍ରଭୁ କତିରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ। Viz kapitolaଓଡିଆ ବାଇବେଲ10 ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ। Viz kapitola |