Online Bible

- Reklamy -




ହିତୋପଦେଶ 30:17 - ପବିତ୍ର ବାଇବଲ

17 ଯେଉଁ ବ୍ୟକ୍ତି ତା'ର ପିତାଙ୍କୁ ପରିହାସ କରେ ଓ ତା'ର ମାତାଙ୍କୁ ସମ୍ମାନ କରେ ନାହିଁ, ସେ ଦଣ୍ଡିତ ହେବ। ଏହିପରି ତା’ ପାଇ ହେବ। ତା'ର ଚକ୍ଷୁକୁ ଶାଗୁଣାମାନେ ତାଢ଼ି ପକାଇବେ, ଡାମରା କାଉମାନେ ସେଗୁଡ଼ିକୁ ଖାଇଯିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରାକୁଆମାନେ କାଢ଼ି ପକାଇବେ, ପୁଣି ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।

Viz kapitola kopírovat

ଓଡିଆ ବାଇବେଲ

17 ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।

Viz kapitola kopírovat




ହିତୋପଦେଶ 30:17

Následuj nás:

Reklamy


Reklamy