ହିତୋପଦେଶ 31:15 - ପବିତ୍ର ବାଇବଲ15 ସେ ରାତ୍ରି ଥାଉଥାଉ ଉଠେ, ଆପଣା ପରିଜନକଙ୍କୁ ଖାଦ୍ୟ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କୁ ଖାଦ୍ୟ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ। Viz kapitolaଓଡିଆ ବାଇବେଲ15 ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ। Viz kapitola |