ହିତୋପଦେଶ 4:10 - ପବିତ୍ର ବାଇବଲ10 ହେ ମୋର ପୁତ୍ର, ମୋର କଥା ଶୁଣ, ମୋର କଥାମାନ ଗ୍ରହଣ କର, ତହିଁରେ ତୁମ୍ଭେ ଦୀର୍ଘାୟୁ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ହେ ମୋହର ପୁତ୍ର, ଶୁଣ, ମୋʼ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ। Viz kapitolaଓଡିଆ ବାଇବେଲ10 ହେ ମୋହର ପୁତ୍ର, ଶୁଣ, ମୋ’ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ହେ ମୋହର ପୁତ୍ର, ଶୁଣ, ମୋʼ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ। Viz kapitola |