ହିତୋପଦେଶ 6:15 - ପବିତ୍ର ବାଇବଲ15 କିନ୍ତୁ ତା'ର ବିପଦ ଶୀଘ୍ର ଉପସ୍ଥିତ ହେବ। ସେ ଆକସ୍ମିକ ଶୀଘ୍ର ବିନାଶ ହେବ। ଏବଂ ତାଙ୍କୁ କିଛି ଉପାୟ ମିଳିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଣୁ ତାହାର ବିପଦ ହଠାତ୍ ଉପସ୍ଥିତ ହେବ, ପୁଣି ସେ ପ୍ରତିକାର ବିନା ଅକସ୍ମାତ୍ ଭଗ୍ନ ହେବ। Viz kapitolaଓଡିଆ ବାଇବେଲ15 ଏଣୁ ତାହାର ବିପଦ ହଠାତ୍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍ ଭଗ୍ନ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଣୁ ତାହାର ବିପଦ ହଠାତ୍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍ ଭଗ୍ନ ହେବ। Viz kapitola |