ହିତୋପଦେଶ 6:3 - ପବିତ୍ର ବାଇବଲ3 ତୁମ୍ଭେ ଆପଣାକୁ ଏଥିରୁ ଉଦ୍ଧାର କର। ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ। ଯାଅ ଆପଣାକୁ ନମ୍ରକରି ତୁମ୍ଭ ପ୍ରତିବାସୀକି ବାରମ୍ବାର ବିନତି କର। ସେ ଋଣରୁ ତୁମ୍ଭକୁ ମୁକ୍ତ କରୁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକି ବାରମ୍ଵାର ବିନତି କର। Viz kapitolaଓଡିଆ ବାଇବେଲ3 ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକୁ ବାରମ୍ବାର ବିନତି କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକୁ ବାରମ୍ବାର ବିନତି କର। Viz kapitola |