ହିତୋପଦେଶ 6:34 - ପବିତ୍ର ବାଇବଲ34 ସେହି ସ୍ତ୍ରୀର ସ୍ୱାମୀ ନିତାନ୍ତ ଈର୍ଷାପରାୟଣ ହେବ। ତା'ର ସ୍ୱାମୀ ନିତାନ୍ତ କ୍ରୋଧତ ହେବ। ପ୍ରତିହିଂସା କରିବା ବେଳେ ସେ କିଛି ମାନିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ଯେହେତୁ (ସ୍ତ୍ରୀବିଷୟକ) ଈର୍ଷା ମନୁଷ୍ୟର ପ୍ରଚଣ୍ତ କ୍ରୋଧର (ବିଷୟ); ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ। Viz kapitolaଓଡିଆ ବାଇବେଲ34 ଯେହେତୁ ସ୍ତ୍ରୀ ବିଷୟକ ଈର୍ଷା ମନୁଷ୍ୟର ପ୍ରଚଣ୍ଡ କ୍ରୋଧର ବିଷୟ; ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଯେହେତୁ ସ୍ତ୍ରୀ ବିଷୟକ ଈର୍ଷା ମନୁଷ୍ୟର ପ୍ରଚଣ୍ଡ କ୍ରୋଧର ବିଷୟ; ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ। Viz kapitola |