ହିତୋପଦେଶ 9:17 - ପବିତ୍ର ବାଇବଲ17 କିନ୍ତୁ ସେ କହେ, “ଯଦି ତୁମ୍ଭେ ଜଳ ଗ୍ଭେରି କର ତାହା ତୁମ୍ଭ ନିଜ ଜଳଠାରୁ ମଧୁର। ଯଦି ତୁମ୍ଭେ ରୋଟୀ ଗ୍ଭେରି କର, ତାହା ତୁମ୍ଭ ନିଜ ଦ୍ୱାରା ପ୍ରସ୍ତୁତ ରୋଟୀଠାରୁ ସ୍ୱାଦିଷ୍ଟ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ଵାଦୁ। Viz kapitolaଓଡିଆ ବାଇବେଲ17 ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ୱାଦୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 “ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ୱାଦୁ।” Viz kapitola |