ହିତୋପଦେଶ 9:18 - ପବିତ୍ର ବାଇବଲ18 ସେହି ମୂର୍ଖ ଲୋକମାନେ ଜାଣନ୍ତି ନାହିଁ ଯେ ମୃତ ପ୍ରେତାତ୍ମା ତା'ର ଗୃହରେ ଅଛି ବୋଲି, ଏବଂ ତା'ର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି ବୋଲି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥାʼନ୍ତି, ପୁଣି ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି। Viz kapitolaଓଡିଆ ବାଇବେଲ18 ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥା’ନ୍ତି, ପୁଣି, ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥାʼନ୍ତି, ପୁଣି, ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି। Viz kapitola |