ହିତୋପଦେଶ 9:7 - ପବିତ୍ର ବାଇବଲ7 ଜଣେ ଯିଏ ଗୋଟିଏ ମନୁଷ୍ୟକୁ ଭର୍ତ୍ସନା କରେ, ଯିଏ ଅନ୍ୟମାନଙ୍କୁ ଅପମାନିତ କରେ, ସେ ନିଜେ ଅପମାନ ପାଇବ। ଯେ ଦୁଷ୍ଟକୁ ଗାଳି ଦିଏ, ସେ ନିଜେ କଳଙ୍କ ପାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ। Viz kapitolaଓଡିଆ ବାଇବେଲ7 ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ। Viz kapitola |