ଗୀତସଂହିତା 1:5 - ପବିତ୍ର ବାଇବଲ5 ଯଦି ଧାର୍ମିକ ବ୍ୟକ୍ତିମାନେ ଏକତ୍ରିତ ହୋଇ କୌଣସି ମକଦ୍ଦମା ଫଇସଲା କରିବାକୁ ଯିବେ, ତାହାହେଲେ ଦୁଷ୍ଟ ଲୋକମାନେ ସହଜରେ ଦୋଷୀ ସାବ୍ୟସ୍ତ ହୋଇଯିବେ। ସେହି ପାପୀମାନେ କେବେହେଲେ ନିରପରାଧୀ ବୋଲି ପ୍ରମାଣିତ ହୋଇ ପାରିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏହେତୁ ଦୁଷ୍ଟମାନେ ବିଚାର-ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ତଳୀରେ ଠିଆ ହେବେ ନାହିଁ। Viz kapitolaଓଡିଆ ବାଇବେଲ5 ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ। Viz kapitola |