ଗୀତସଂହିତା 10:17 - ପବିତ୍ର ବାଇବଲ17 ହେ ସଦାପ୍ରଭୁ, ତୁମ୍ଭେ ସେହି ନିରୀହ ଲୋକମାନଙ୍କର ଡାକ ଶୁଣିଛ ବା ସେମାନେ ଯାହା ଗ୍ଭହୁଁଛନ୍ତି ଜାଣିପାରୁଛ। ସେମାନଙ୍କର ପ୍ରାର୍ଥନା ଶୁଣ ଓ ସେମାନେ ଯାହା ଗ୍ଭହୁଁଛନ୍ତି ତାହା ପ୍ରଦାନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)17 ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ; Viz kapitolaଓଡିଆ ବାଇବେଲ17 ହେ ସଦାପ୍ରଭୁ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ; Viz kapitola |