Online Bible

- Reklamy -




ଗୀତସଂହିତା 10:3 - ପବିତ୍ର ବାଇବଲ

3 ଦୁଷ୍ଟ ଲୋକମାନେ ଆପଣା ମନସ୍କାମନା ବିଷୟରେ ଗର୍ବ ଅନୁଭବ କରନ୍ତି ଓ ସେହି ଲୋଭୀ ଲୋକମାନେ ପରମେଶ୍ୱରଙ୍କୁ ଅଭିଶାପ ଦିଅନ୍ତି। ଏହି ଉପାୟରେ ସେହି ମନ୍ଦ ଲୋକମାନେ ଦେଖାଇ ଦେବାକୁ ଗ୍ଭହାନ୍ତି ସେମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ।

Viz kapitola kopírovat

ଓଡିଆ ବାଇବେଲ

3 କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ।

Viz kapitola kopírovat




ଗୀତସଂହିତା 10:3

Následuj nás:

Reklamy


Reklamy