ଗୀତସଂହିତା 124:6 - ପବିତ୍ର ବାଇବଲ6 ସଦାପ୍ରଭୁଙ୍କର ପ୍ରଶଂସା କର। ସେ ଆମ୍ଭମାନଙ୍କୁ ସେମାନଙ୍କର ଦାନ୍ତର ଶିକାର ହେବାକୁ ଦେଇ ନାହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ଵରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି। Viz kapitolaଓଡିଆ ବାଇବେଲ6 ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ୱରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ୱରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି। Viz kapitola |