ଗୀତସଂହିତା 126:1 - ପବିତ୍ର ବାଇବଲ1 ଯେତେବେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି। ଏହା ଏକ ସ୍ୱପ୍ନ ତୁଲ୍ୟ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ ସିୟୋନର ଦାସତ୍ଵାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ଵପ୍ନଦର୍ଶକ-ମାନଙ୍କ ପରି ଥିଲୁ। Viz kapitolaଓଡିଆ ବାଇବେଲ1 ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ। Viz kapitola |