ଗୀତସଂହିତା 126:2 - ପବିତ୍ର ବାଇବଲ2 ଆମ୍ଭେମାନେ ଖୁସୀରେ ପୂର୍ଣ୍ଣ ହୋଇଥିଲୁ ଏବଂ ଖୁସୀରେ ଗୀତ ଗାଇଲୁ। ଅନ୍ୟ ଜାତିର ଲୋକମାନେ କହିଲେ, “ସଦାପ୍ରଭୁ ସେମାନଙ୍କ ପାଇଁ ମହତ କର୍ମ କଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ଵା ଗାୟନରେ ପରିପୂର୍ଣ୍ଣ ହେଲା; Viz kapitolaଓଡିଆ ବାଇବେଲ2 ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।” Viz kapitola |