ଗୀତସଂହିତା 129:3 - ପବିତ୍ର ବାଇବଲ3 ସେମାନେ ମୋ’ ପିଠିରେ ଗଭୀର କ୍ଷତ ହେବା ପର୍ଯ୍ୟନ୍ତ ଆଘାତ କରନ୍ତି। ମୋର ପିଠି ହଳ କରା ପଡ଼ିଆ ପରି ଜଣାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ଵ ଲମ୍ଵ ଶିଆର କଲେ। Viz kapitolaଓଡିଆ ବାଇବେଲ3 କୃଷକମାନେ ମୋ’ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ବ ଲମ୍ବ ଶିଆର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ବ ଲମ୍ବ ଶିଆର କଲେ।” Viz kapitola |