ଗୀତସଂହିତା 129:7 - ପବିତ୍ର ବାଇବଲ7 ଯେପରି କଟାଳୀ ତା'ର ହେଳାପୂର୍ଣ୍ଣ କରିପାରେ ନାହିଁ। ଏବଂ ବିଡ଼ା ବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଯଦ୍ଦ୍ଵାରା କଟାଳୀ ଆପଣା ହସ୍ତ, ଅବା ବିଡ଼ାବନ୍ଧନ-କାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ। Viz kapitolaଓଡିଆ ବାଇବେଲ7 ଯଦ୍ଦ୍ୱାରା କଟାଳୀ ଆପଣା ହସ୍ତ, ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯଦ୍ଦ୍ୱାରା କଟାଳି ଆପଣା ହସ୍ତ, ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ। Viz kapitola |