Online Bible

- Reklamy -




ଗୀତସଂହିତା 129:8 - ପବିତ୍ର ବାଇବଲ

8 ତାଙ୍କ ବାଟ ଦେଇ ଯାଉଥିବା ଲୋକମାନେ କହନ୍ତି ନାହିଁ, “ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ! କିଅବା ଆମ୍ଭେ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଆଶୀର୍ବାଦ କରୁଛୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ, ଏହା ପଥିକମାନେ କହନ୍ତି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

8 “କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” ଏହା ପଥିକମାନେ କହନ୍ତି ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 “କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” ଏହା ପଥିକମାନେ କହନ୍ତି ନାହିଁ।

Viz kapitola kopírovat




ଗୀତସଂହିତା 129:8

Následuj nás:

Reklamy


Reklamy