ଗୀତସଂହିତା 13:1 - ପବିତ୍ର ବାଇବଲ1 ହେ ସଦାପ୍ରଭୁ, କେତେଦିନ ମୋତେ ଭୁଲି ଯିବ? ସତରେ କ’ଣ ତୁମେ ମୋତେ ସବୁଦିନ ପାଇଁ ଭୁଲି ପାରିବ? କେତେଦିନ ପର୍ଯ୍ୟନ୍ତ ଗ୍ରହଣ କରିବାକୁ ମନା କରବ? Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼଠାରୁ ଆପଣା ମୁଖ ଲୁଚାଇବ? Viz kapitolaଓଡିଆ ବାଇବେଲ1 ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ? ତୁମ୍ଭେ କେତେ କାଳ ମୋ’ଠାରୁ ଆପଣା ମୁଖ ଲୁଚାଇବ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ମୁଖ ଲୁଚାଇବ? Viz kapitola |