ଗୀତସଂହିତା 13:3 - ପବିତ୍ର ବାଇବଲ3 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋତେ ଥରେ ଗ୍ଭହଁ, ମୋର ପ୍ରଶ୍ନର ଉତ୍ତର ଦିଅ। ମୋତେ ଜାଣିବାକୁ ଦିଅ, ନଚେତ୍ ମୁଁ ଜୀବନ ହରାଇବି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁ-ନିଦ୍ରାରେ ନିଦ୍ରାଗତ ହେବି; Viz kapitolaଓଡିଆ ବାଇବେଲ3 ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି; Viz kapitola |