ଗୀତସଂହିତା 13:4 - ପବିତ୍ର ବାଇବଲ4 ଯଦି ତାହା ସତରେ ଘଟେ ତେବେ ମୋର ଶତ୍ରୁମାନେ କହିବେ, “ଆମ୍ଭେ ସେମାନଙ୍କୁ ଜୟ କରିଅଛୁ।” ମୋର ଶତ୍ରୁମାନେ ଖୁସୀ ହେବେ ଯଦି ସେମାନେ ମୋତେ ପରାସ୍ତ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)4 କେଜାଣି ମୋʼ ଶତ୍ରୁ କହିବ, ମୁଁ ତାହାକୁ ଜୟ କରିଅଛି; ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ। Viz kapitolaଓଡିଆ ବାଇବେଲ4 କେଜାଣି ମୋ’ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କେଜାଣି ମୋʼ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ। Viz kapitola |