ଗୀତସଂହିତା 130:1 - ପବିତ୍ର ବାଇବଲ1 ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି। ତେଣୁ ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି। Viz kapitolaଓଡିଆ ବାଇବେଲ1 ହେ ସଦାପ୍ରଭୁ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି। Viz kapitola |