ଗୀତସଂହିତା 132:11 - ପବିତ୍ର ବାଇବଲ11 ସଦାପ୍ରଭୁ ଦାଉଦଙ୍କୁ ପ୍ରତିଜ୍ଞା କଲେ, ତାଙ୍କ ପ୍ରତି ବିଶ୍ୱାସର ଗୋଟିଏ ଶପଥ କଲେ, “ଆମ୍ଭେ ତୁମ୍ଭର ବଂଶରୁ ଜଣକୁ ସବୁଦିନ ପାଇଁ ରାଜସିଂହାସନରେ ଅଧିଷ୍ଠିତ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା। Viz kapitolaଓଡିଆ ବାଇବେଲ11 ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା। Viz kapitola |