ଗୀତସଂହିତା 132:12 - ପବିତ୍ର ବାଇବଲ12 “ଦାଉଦ, ଯଦି ତୁମ୍ଭର ଉତ୍ତରାଧିକାରୀଗଣ ଆମ୍ଭର ନିୟମକୁ ଓ ଆମ୍ଭେ ଯେଉଁ ବ୍ୟବସ୍ଥା ଶିକ୍ଷା ସେମାନଙ୍କୁ ଦିଏ ସେଗୁଡ଼ିକୁ ମାନନ୍ତି, ତେବେ ତୁମ୍ଭ ପରିବାରରୁ କେହିଜଣେ ସବୁଦିନ ରାଜା ହୋଇ ରହିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯେବେ ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ। Viz kapitolaଓଡିଆ ବାଇବେଲ12 ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।” Viz kapitola |