ଗୀତସଂହିତା 132:17 - ପବିତ୍ର ବାଇବଲ17 ଏହା ଗୋଟିଏ ଜାଗା ଯେଉଁଠାରେ କି ଆମ୍ଭେ ଦାଉଦଙ୍କର ପରିବାରକୁ ଶକ୍ତିଶାଳୀ କରିବା। ଆମ୍ଭେ ଆପଣା ବଚ୍ଛାଯାଇଥିବା ରାଜାଙ୍କ ପ୍ରଦୀପ ଜଳିବାକୁ କେବେହେଲେ ନିବୃତ୍ତ କରିବା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ। Viz kapitolaଓଡିଆ ବାଇବେଲ17 ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ। Viz kapitola |